Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:7-9

Help us?
Click on verse(s) to share them!
7ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
8ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:7-9ହିତୋପଦେଶ 21:7-9