Text copied!
Bibles in Odia

ହିତୋପଦେଶ 21:7-9 in Odia

Help us?

ହିତୋପଦେଶ 21:7-9 in ଓଡିଆ ବାଇବେଲ

7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
8 ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
ହିତୋପଦେଶ 21 in ଓଡିଆ ବାଇବେଲ