Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:22-23

Help us?
Click on verse(s) to share them!
22ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:22-23ହିତୋପଦେଶ 22:22-23