Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:22-25

Help us?
Click on verse(s) to share them!
22ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
24ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
25କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:22-25ହିତୋପଦେଶ 22:22-25