Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:7-8

Help us?
Click on verse(s) to share them!
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:7-8ହିତୋପଦେଶ 22:7-8