Text copied!
Bibles in Odia

ହିତୋପଦେଶ 23:1-4 in Odia

Help us?

ହିତୋପଦେଶ 23:1-4 in ଓଡିଆ ବାଇବେଲ

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
ହିତୋପଦେଶ 23 in ଓଡିଆ ବାଇବେଲ