Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:10-13

Help us?
Click on verse(s) to share them!
10ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
11କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
12ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
13ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:10-13ହିତୋପଦେଶ 23:10-13