Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:13-15

Help us?
Click on verse(s) to share them!
13ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
14ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।
15ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:13-15ହିତୋପଦେଶ 23:13-15