Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:29-31

Help us?
Click on verse(s) to share them!
29କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?
30ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା’ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
31ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:29-31ହିତୋପଦେଶ 23:29-31