Text copied!
Bibles in Odia

ହିତୋପଦେଶ 23:33-35 in Odia

Help us?

ହିତୋପଦେଶ 23:33-35 in ଓଡିଆ ବାଇବେଲ

33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି ? ପୁନର୍ବାର ମୁଁ ତାହା ଖୋଜିବି।
ହିତୋପଦେଶ 23 in ଓଡିଆ ବାଇବେଲ