Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:7-9

Help us?
Click on verse(s) to share them!
7କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
8ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
9ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:7-9ହିତୋପଦେଶ 23:7-9