Text copied!
Bibles in Odia

ହିତୋପଦେଶ 23:7-9 in Odia

Help us?

ହିତୋପଦେଶ 23:7-9 in ଓଡିଆ ବାଇବେଲ

7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
ହିତୋପଦେଶ 23 in ଓଡିଆ ବାଇବେଲ