Text copied!
Bibles in Odia

ହିତୋପଦେଶ 24:1-4 in Odia

Help us?

ହିତୋପଦେଶ 24:1-4 in ଓଡିଆ ବାଇବେଲ

1 ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।
2 କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
3 ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
4 ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
ହିତୋପଦେଶ 24 in ଓଡିଆ ବାଇବେଲ