Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:13-14

Help us?
Click on verse(s) to share them!
13ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
14ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:13-14ହିତୋପଦେଶ 24:13-14