Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:15-17

Help us?
Click on verse(s) to share them!
15ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:15-17ହିତୋପଦେଶ 24:15-17