Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:16-18

Help us?
Click on verse(s) to share them!
16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:16-18ହିତୋପଦେଶ 24:16-18