Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:17-20

Help us?
Click on verse(s) to share them!
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
19ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
20କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:17-20ହିତୋପଦେଶ 24:17-20