Text copied!
Bibles in Odia

ହିତୋପଦେଶ 24:19-22 in Odia

Help us?

ହିତୋପଦେଶ 24:19-22 in ଓଡିଆ ବାଇବେଲ

19 ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
20 କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
22 କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?
ହିତୋପଦେଶ 24 in ଓଡିଆ ବାଇବେଲ