Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:22-24

Help us?
Click on verse(s) to share them!
22କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?
23ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
24ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:22-24ହିତୋପଦେଶ 24:22-24