Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:24-26

Help us?
Click on verse(s) to share them!
24ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।
25ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
26ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:24-26ହିତୋପଦେଶ 24:24-26