Text copied!
Bibles in Odia

ହିତୋପଦେଶ 24:27-29 in Odia

Help us?

ହିତୋପଦେଶ 24:27-29 in ଓଡିଆ ବାଇବେଲ

27 ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
28 ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
29 ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
ହିତୋପଦେଶ 24 in ଓଡିଆ ବାଇବେଲ