Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:28-31

Help us?
Click on verse(s) to share them!
28ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
29ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
30ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
31ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:28-31ହିତୋପଦେଶ 24:28-31