Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:3-6

Help us?
Click on verse(s) to share them!
3ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
4ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
5ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
6ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:3-6ହିତୋପଦେଶ 24:3-6