Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:30-32

Help us?
Click on verse(s) to share them!
30ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
31ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
32ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:30-32ହିତୋପଦେଶ 24:30-32