Text copied!
Bibles in Odia

ହିତୋପଦେଶ 25:12-14 in Odia

Help us?

ହିତୋପଦେଶ 25:12-14 in ଓଡିଆ ବାଇବେଲ

12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
ହିତୋପଦେଶ 25 in ଓଡିଆ ବାଇବେଲ