Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 25

ହିତୋପଦେଶ 25:13-15

Help us?
Click on verse(s) to share them!
13ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।

Read ହିତୋପଦେଶ 25ହିତୋପଦେଶ 25
Compare ହିତୋପଦେଶ 25:13-15ହିତୋପଦେଶ 25:13-15