Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 25

ହିତୋପଦେଶ 25:2-4

Help us?
Click on verse(s) to share them!
2ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
4ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।

Read ହିତୋପଦେଶ 25ହିତୋପଦେଶ 25
Compare ହିତୋପଦେଶ 25:2-4ହିତୋପଦେଶ 25:2-4