Text copied!
Bibles in Odia

ହିତୋପଦେଶ 25:5-9 in Odia

Help us?

ହିତୋପଦେଶ 25:5-9 in ଓଡିଆ ବାଇବେଲ

5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ।
8 ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ?
9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
ହିତୋପଦେଶ 25 in ଓଡିଆ ବାଇବେଲ