Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 26

ହିତୋପଦେଶ 26:10-11

Help us?
Click on verse(s) to share them!
10ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
11ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।

Read ହିତୋପଦେଶ 26ହିତୋପଦେଶ 26
Compare ହିତୋପଦେଶ 26:10-11ହିତୋପଦେଶ 26:10-11