Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 26

ହିତୋପଦେଶ 26:14-18

Help us?
Click on verse(s) to share them!
14ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
15ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;

Read ହିତୋପଦେଶ 26ହିତୋପଦେଶ 26
Compare ହିତୋପଦେଶ 26:14-18ହିତୋପଦେଶ 26:14-18