Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 26

ହିତୋପଦେଶ 26:22-24

Help us?
Click on verse(s) to share them!
22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।
24ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।

Read ହିତୋପଦେଶ 26ହିତୋପଦେଶ 26
Compare ହିତୋପଦେଶ 26:22-24ହିତୋପଦେଶ 26:22-24