Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:10-11

Help us?
Click on verse(s) to share them!
10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
11ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:10-11ହିତୋପଦେଶ 27:10-11