Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:13-15

Help us?
Click on verse(s) to share them!
13ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:13-15ହିତୋପଦେଶ 27:13-15