Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:15-22

Help us?
Click on verse(s) to share them!
15ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
16ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
20ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।
21କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।
22ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:15-22ହିତୋପଦେଶ 27:15-22