Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:16-19

Help us?
Click on verse(s) to share them!
16ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:16-19ହିତୋପଦେଶ 27:16-19