Text copied!
Bibles in Odia

ହିତୋପଦେଶ 27:16-19 in Odia

Help us?

ହିତୋପଦେଶ 27:16-19 in ଓଡିଆ ବାଇବେଲ

16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18 ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
ହିତୋପଦେଶ 27 in ଓଡିଆ ବାଇବେଲ