Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:23-26

Help us?
Click on verse(s) to share them!
23ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
24କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ ?
25ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
26ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:23-26ହିତୋପଦେଶ 27:23-26