Text copied!
Bibles in Odia

ହିତୋପଦେଶ 27:23-26 in Odia

Help us?

ହିତୋପଦେଶ 27:23-26 in ଓଡିଆ ବାଇବେଲ

23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ ?
25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
ହିତୋପଦେଶ 27 in ଓଡିଆ ବାଇବେଲ