Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:3-5

Help us?
Click on verse(s) to share them!
3ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
4କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?
5ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:3-5ହିତୋପଦେଶ 27:3-5