Text copied!
Bibles in Odia

ହିତୋପଦେଶ 27:3-6 in Odia

Help us?

ହିତୋପଦେଶ 27:3-6 in ଓଡିଆ ବାଇବେଲ

3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?
5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।
6 ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
ହିତୋପଦେଶ 27 in ଓଡିଆ ବାଇବେଲ