Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 28

ହିତୋପଦେଶ 28:19-21

Help us?
Click on verse(s) to share them!
19ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
20ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
21ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।

Read ହିତୋପଦେଶ 28ହିତୋପଦେଶ 28
Compare ହିତୋପଦେଶ 28:19-21ହିତୋପଦେଶ 28:19-21