Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 28

ହିତୋପଦେଶ 28:19-22

Help us?
Click on verse(s) to share them!
19ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
20ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
21ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
22କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।

Read ହିତୋପଦେଶ 28ହିତୋପଦେଶ 28
Compare ହିତୋପଦେଶ 28:19-22ହିତୋପଦେଶ 28:19-22