Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 28

ହିତୋପଦେଶ 28:2-7

Help us?
Click on verse(s) to share them!
2ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
3ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
4ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
5ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
6ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
7ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

Read ହିତୋପଦେଶ 28ହିତୋପଦେଶ 28
Compare ହିତୋପଦେଶ 28:2-7ହିତୋପଦେଶ 28:2-7