Text copied!
Bibles in Odia

ହିତୋପଦେଶ 28:23-28 in Odia

Help us?

ହିତୋପଦେଶ 28:23-28 in ଓଡିଆ ବାଇବେଲ

23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
ହିତୋପଦେଶ 28 in ଓଡିଆ ବାଇବେଲ