Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:12-14

Help us?
Click on verse(s) to share them!
12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:12-14ହିତୋପଦେଶ 29:12-14