Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:13-16

Help us?
Click on verse(s) to share them!
13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:13-16ହିତୋପଦେଶ 29:13-16