Text copied!
Bibles in Odia

ହିତୋପଦେଶ 29:13-16 in Odia

Help us?

ହିତୋପଦେଶ 29:13-16 in ଓଡିଆ ବାଇବେଲ

13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
ହିତୋପଦେଶ 29 in ଓଡିଆ ବାଇବେଲ