Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:24-27

Help us?
Click on verse(s) to share them!
24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
26ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
27ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:24-27ହିତୋପଦେଶ 29:24-27