Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:4-7

Help us?
Click on verse(s) to share them!
4ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:4-7ହିତୋପଦେଶ 29:4-7