Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:1-5

Help us?
Click on verse(s) to share them!
1ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ;
2ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
3ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
4ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:1-5ହିତୋପଦେଶ 2:1-5